1
ମାର୍କ 15:34
Desiya Bible, 2025
Saa25
ଦିନ୍ ତିନ୍ଟା ବେଲେ ଜିସୁ ଆଉଲିଅଇ କଇଲା, “ଏଲଇ ଏଲଇ ଲାମା ସବକ୍ତାନି ।” ଆର୍ ଅରତ୍ ଅଇଲାନି, “ଏ ମର୍ ପର୍ମେସର୍ ଏ ମର୍ ପର୍ମେସର୍, ତମେ ମକେ କାଇକେ ଚାଡିଦେଲାସ୍ ?”
Муқоиса
ମାର୍କ 15:34 омӯзед
2
ମାର୍କ 15:39
ତେଇ ଜିସୁର୍ କୁର୍ସ ମୁଆଟେ ଟିଆଅଇରଇଲା ସଏଟା ସନିଅମନର୍ ମୁକିଅ, ଜିସୁ ସାରାସାରି ଆଉଲି ଅଇଲାଟା ଆରି ସେ କେନ୍ତି ଅଇକରି ମଲା, ଦେକିକରି କଇଲା, “ସତଇସେ ଏ ପର୍ମେସରର୍ ପିଲା ରଇଲା ।”
ମାର୍କ 15:39 омӯзед
3
ମାର୍କ 15:38
ସେବେଲା ମନ୍ଦିରର୍ ସୁକଲ୍ ଜାଗା ବିନେ କର୍ବା ପାର୍ଦା ଉପ୍ରେଅନି ତଲେ ଜାକ ଦୁଇ ତାଡ୍ ଅଇ ଚିରିଅଇଗାଲା ।
ମାର୍କ 15:38 омӯзед
4
ମାର୍କ 15:37
ମାତର୍ ଜିସୁ ଆଉଲିଅଇଲା ଦାପ୍ରେ ତାର୍ ଜିବନ୍ ଚାଡିଗାଲା ।
ମାର୍କ 15:37 омӯзед
5
ମାର୍କ 15:33
ମୁଇଦାନିଆ ବାର୍ଟା ବେଲାଇଅନି ତିନ୍ଟା ଜାକ ଗୁଲାଇ ଦେସ୍ ଆନ୍ଦାର୍ ଅଇଗାଲା ।
ମାର୍କ 15:33 омӯзед
6
ମାର୍କ 15:15
ସେଟାର୍ପାଇଁ ପିଲାତ୍ ଲକ୍ମନ୍କେ ସାର୍ଦା କରାଇବାକେ ମନ୍କରି ବାର୍ବାକେ ବନ୍ଦି ଗରେଅନି ମୁକ୍ଲାଇଦେଇ ଜିସୁକେ କର୍ଡା ସଙ୍ଗ୍ ମାରି, କୁରୁସ୍କାଟେ କୁଟିମାରି ମରାଇଦେବାକେ ସନିଅମନ୍କେ ସର୍ପିଦେଲା ।
ମାର୍କ 15:15 омӯзед
Асосӣ
Китоби Муқаддас
Нақшаҳо
Видео