1
ମାର୍କ 5:34
Desiya Bible, 2025
Saa25
ଜିସୁ ତାକେ କଇଲା, “ନୁନି, ମର୍ଟାନେ ବିସ୍ବାସ୍ କଲାକେ ତୁଇ ନିମାନ୍ ଅଇ ଆଚୁସ୍, ସାନ୍ତିଅଇ ଜା ଆରି ତର୍ ରଗେଅନି ନିମାନ୍ ଅଇ ର ।”
Муқоиса
ମାର୍କ 5:34 омӯзед
2
ମାର୍କ 5:25-26
ତେଇ ଗଟେକ୍ ବାର ବରସ୍ ଜାକ ଗାଗ୍ଡେଅନି ବନି ଜିବା ମାଇଜିଟକି ରଇଲା । ଜେ କି କେତେ କେତେ ଡାକ୍ଟର୍ଟାନେ ଜାଇକରି ମିସା ସାସ୍ତି ବଗି ସବୁ ବିକିଦେଇ ରଇଲା । ମାତର୍ ଅଲପ୍ମିସା ନିକ ନ ଅଇ ଅଦିକ୍ ଅଦିକ୍ ଅଇଜାଇତେରଇଲା ।
ମାର୍କ 5:25-26 омӯзед
3
ମାର୍କ 5:29
ସେ ଦାପ୍ରେ ତାର୍ ବନି ଜିବାଟା ବନ୍ଦ୍ଅଇଗାଲା, ସେଟା ସେ ନିଜେ ଜାନି ପାର୍ଲା ।
ମାର୍କ 5:29 омӯзед
4
ମାର୍କ 5:41
ଆରି ଟକିର୍ ଆତେଦାରି ତାକେ କଇଲା, “ଟଲିତାକୁମ୍ !” ବଇଲେ “ଏ ନୁନି ମୁଇଁ ତକେ କଇଲିନି ଉଟ୍ !”
ମାର୍କ 5:41 омӯзед
5
ମାର୍କ 5:35-36
ସେ ଏ କାତା କଇଲା ବେଲେ ଜିଉଦି ମନର୍ ପାର୍ତନା ଚାଲାଉ ଜାଇରସର୍ ଗରେଅନି ଗଟେକ୍ ଲକ୍ ଆସି କଇଲା, “ତମର୍ ନୁନି ମରିଗାଲାବେ, କାଇକେ ଗୁରୁକେ ଆରି କସ୍ଟ ଦେଲାସ୍ନି ?” ମାତର୍ ଜିସୁ ସେମନ୍ କାତା ଅଇଲାଟା ନ ସୁନ୍ଲାପାରାଅଇ ପାର୍ତନା ଚାଲାଉକେ କଇଲା, “ଡରାନାଇ, ଆବ୍କା ବିସ୍ବାସ୍ କରା ।”
ମାର୍କ 5:35-36 омӯзед
6
ମାର୍କ 5:8-9
କାଇକେବଇଲେ ଜିସୁ ତାକେ ଆଗ୍ତୁ କଇତେରଇଲା, “ଏରେ ଡୁମା, ଏ ଲକର୍ଟାନେଅନି ବାରଇ ଜା ।” ଆରି, ଜିସୁ ତାକେ ପାଚାର୍ଲା, “ତର୍ ନାଉଁ କାଇ ନାଉଁ ?” ସେ ତାକେ କଇଲା, “ମର୍ ନାଉଁ ବାଇନି ଡୁମା, ଏନ୍ତି ଆମେ ଜବର୍ ଆଚୁ ।”
ମାର୍କ 5:8-9 омӯзед
Асосӣ
Китоби Муқаддас
Нақшаҳо
Видео