ମାଥିଉ 7:15-16

ମାଥିଉ 7:15-16 IRVORY

ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ! ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?

Нақшаҳои хониши ройгон ва садоқатҳои марбут ба ମାଥିଉ 7:15-16