1
ପ୍ରେରିତ 22:16
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଆଉ, ଏବେ ତୁମ୍ଭେ କାହିଁକି ବିଳମ୍ଵ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି ତାହାଙ୍କ ନାମରେ ପ୍ରାର୍ଥନା କରି ଆପଣା ପାପସବୁ ଧୋଇ ପକାଅ।
Karşılaştır
ପ୍ରେରିତ 22:16 keşfedin
2
ପ୍ରେରିତ 22:14
ପୁଣି, ସେ କହିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର ତାହାଙ୍କ ଇଚ୍ଛା ଜାଣିବା ନିମନ୍ତେ ଓ ସେହି ଧାର୍ମିକ ବ୍ୟକ୍ତିଙ୍କି ଦେଖିବା ନିମନ୍ତେ, ପୁଣି ତାହାଙ୍କ ମୁଖରୁ ବାଣୀ ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରିଅଛନ୍ତି
ପ୍ରେରିତ 22:14 keşfedin
3
ପ୍ରେରିତ 22:15
କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ନିକଟରେ ତାହାଙ୍କର ସାକ୍ଷୀ ହେବ।
ପ୍ରେରିତ 22:15 keşfedin