1
ପ୍ରେରିତ 24:16
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ଵରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯନି କରୁଥାଏ।
Karşılaştır
ପ୍ରେରିତ 24:16 keşfedin
2
ପ୍ରେରିତ 24:25
କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୀତ ହୋଇ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।
ପ୍ରେରିତ 24:25 keşfedin