1
ରୋମୀୟ 2:3-4
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଆଉ, ହେ ମନୁଷ୍ୟ, ଯେଉଁମାନେ ଏହିପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହିପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ଵରଙ୍କ ବିଚାରରୁ ପଳାୟନ କରି ପାର ବୋଲି କଅଣ ମନେ କରୁଅଛ? କିମ୍ଵା ଈଶ୍ଵରଙ୍କ କୃପା ଯେ ତୁମ୍ଭକୁ ମନପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?
Karşılaştır
ରୋମୀୟ 2:3-4 keşfedin
2
ରୋମୀୟ 2:1
ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେକେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ; କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହିପ୍ରକାର କର୍ମ କରୁଥାଅ।
ରୋମୀୟ 2:1 keşfedin
3
ରୋମୀୟ 2:11
କାରଣ ଈଶ୍ଵରଙ୍କ ନିକଟରେ ମୁଖାପେକ୍ଷା ନାହିଁ।
ରୋମୀୟ 2:11 keşfedin
4
ରୋମୀୟ 2:13
କାରଣ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ନୁହନ୍ତି, କିନ୍ତୁ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ।
ରୋମୀୟ 2:13 keşfedin
5
ରୋମୀୟ 2:6
ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ
ରୋମୀୟ 2:6 keşfedin
6
ରୋମୀୟ 2:8
କିନ୍ତୁ ଯେଉଁମାନେ ସ୍ଵାର୍ଥପର, ପୁଣି ସତ୍ୟର ଅନାଜ୍ଞା-ବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।
ରୋମୀୟ 2:8 keşfedin
7
ରୋମୀୟ 2:5
କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ଵରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ
ରୋମୀୟ 2:5 keşfedin