1
ରୋମୀୟ 9:16
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଅତଏବ, ଯେ ଇଚ୍ଛା କରେ, କିମ୍ଵା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ଵରଙ୍କଠାରୁ ହୁଏ।
Karşılaştır
ରୋମୀୟ 9:16 keşfedin
2
ରୋମୀୟ 9:15
କାରଣ ସେ ମୋଶାଙ୍କୁ କହନ୍ତି, ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା।
ରୋମୀୟ 9:15 keşfedin
3
ରୋମୀୟ 9:20
କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଈଶ୍ଵରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?
ରୋମୀୟ 9:20 keşfedin
4
ରୋମୀୟ 9:18
ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।
ରୋମୀୟ 9:18 keşfedin
5
ରୋମୀୟ 9:21
କିମ୍ଵା ଗୋଟିଏ ମାଟିପିଣ୍ତୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ?
ରୋମୀୟ 9:21 keşfedin