ପ୍ରେରିତ 1:10-11

ପ୍ରେରିତ 1:10-11 ODIAOV-BSI

ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକ ଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ଵର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ଵର୍ଗକୁ ଯିବାର ଦେଖିଲ, ସେ ସେହିପ୍ରକାରେ ଆଗମନ କରିବେ।

ପ୍ରେରିତ 1:10-11 için video

ପ୍ରେରିତ 1:10-11 ile ilgili ücretsiz Okuma Planları ve Teşvik Yazıları