ପ୍ରେରିତ 11:17-18

ପ୍ରେରିତ 11:17-18 ODIAOV-BSI

ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବା ସମୟରେ ଈଶ୍ଵର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ଵରଙ୍କୁ ପ୍ରତିରୋଧ କରି ପାରିଥାʼନ୍ତି? ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ଵରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ଵର ବିଜାତିମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି।

ପ୍ରେରିତ 11:17-18 için video