ପ୍ରେରିତ 16:27-28

ପ୍ରେରିତ 16:27-28 ODIAOV-BSI

ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ଵାର ମେଲା ହେବା ଦେଖି ବନ୍ଦୀମାନେ ପଳାଇ ଯାଇଅଛନ୍ତି ବୋଲି ମନେ କରି, ଖଣ୍ତା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ। କିନ୍ତୁ ପାଉଲ ଉଚ୍ଚସ୍ଵରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।

ପ୍ରେରିତ 16:27-28 için video