ପ୍ରେରିତ 2:2-4

ପ୍ରେରିତ 2:2-4 ODIAOV-BSI

ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ତ ପବନର ଶଦ୍ଦ ତୁଲ୍ୟ ଗୋଟିଏ ଶଦ୍ଦ ଅକସ୍ମାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ସର୍ବତ୍ର ବ୍ୟାପିଗଲା, ଆଉ ଅଗ୍ନିସାଦୃଶ୍ୟ ଜିହ୍ଵାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରେ ଅଧିଷ୍ଠିତ ହେଲା। ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।

ପ୍ରେରିତ 2:2-4 için video