ପ୍ରେରିତ 20:28

ପ୍ରେରିତ 20:28 ODIAOV-BSI

ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ତଳୀକି ଈଶ୍ଵର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ତଳୀକି ପ୍ରତିପାଳନ କରିବା ନିମନ୍ତେ ପବିତ୍ର ଆତ୍ମା ଯେସମସ୍ତ ପଲ ମଧ୍ୟରେ ତୁମ୍ଭମାନଙ୍କୁ ଅଧ୍ୟକ୍ଷ ସ୍ଵରୂପେ ନିଯୁକ୍ତ କରିଅଛନ୍ତି,, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।

ପ୍ରେରିତ 20:28 için video