ପ୍ରେରିତ 25:6-7

ପ୍ରେରିତ 25:6-7 ODIAOV-BSI

ପରେ ସେ ସେମାନଙ୍କ ମଧ୍ୟରେ ଆଠ ବା ଦଶ ଦିନରୁ ଅଧିକ ନ ରହି କାଇସରିଆକୁ ବାହୁଡ଼ିଗଲେ, ଆଉ ପରଦିନ ବିଚାରାସନରେ ବସି ପାଉଲଙ୍କୁ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେ ଆସନ୍ତେ ଯିରୂଶାଲମରୁ ଆଗତ ଯିହୁଦୀମାନେ ତାଙ୍କ ଚାରିଆଡ଼େ ଠିଆ ହୋଇ ତାଙ୍କ ବିରୁଦ୍ଧରେ ଅନେକ ପୁଣି ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହିସବୁ ପ୍ରମାଣ କରି ପାରିଲେ ନାହିଁ।

ପ୍ରେରିତ 25:6-7 için video