ରୋମୀୟ 1:21

ରୋମୀୟ 1:21 ODIAOV-BSI

କାରଣ ସେମାନେ ଈଶ୍ଵରଙ୍କୁ ଜାଣି ତାହାଙ୍କୁ ଈଶ୍ଵର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା