ରୋମୀୟ 1:22-23

ରୋମୀୟ 1:22-23 ODIAOV-BSI

ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ, ପୁଣି, ଅକ୍ଷୟ ଈଶ୍ଵରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।