ରୋମୀୟ 10:11-13
ରୋମୀୟ 10:11-13 ODIAOV-BSI
ଯେଣୁ ଶାସ୍ତ୍ର କହେ, ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଲଜ୍ଜିତ ହେବ ନାହିଁ। କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ଵରୂପ। କାରଣ ଯେକେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।



