ରୋମୀୟ 14:13

ରୋମୀୟ 14:13 ODIAOV-BSI

ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ଵା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।