ମାଥିଉଲିଖିତ ସୁସମାଚାର 5:29-30

ମାଥିଉଲିଖିତ ସୁସମାଚାର 5:29-30 ODCLBSI

ତେଣୁ ଯଦି ତୁମର ଦକ୍ଷିଣ ଚକ୍ଷୁ ଯୋଗୁଁ ତୁମେ ପାପ କରିଥାଅ, ସେ ଚକ୍ଷୁଟିକୁ ଉପାଡ଼ି ଫିଙ୍ଗି ଦିଅ। ତୁମର ସମସ୍ତ ଶରୀର ନରକରେ ପଡ଼ିବାଠାରୁ, ଶରୀରର ଗୋଟିଏ ଅଂଶ ହରାଇବା ବରଂ ଭଲ। ଯଦି ତୁମର ଦକ୍ଷିଣ ହସ୍ତ ତୁମକୁ ପାପ କର୍ମ କରାଉଥାଏ, ତାକୁ ମଧ୍ୟ କାଟି ଫୋପାଡ଼ି ଦିଅ। ତୁମର ସମସ୍ତ ଶରୀର ନରକରେ ନିକ୍ଷିପ୍ତ ହେବାଠାରୁ ଗୋଟିଏ ଅବୟବ ହରାଇବା ବରଂ ଭଲ।

Безплатні плани читання та молитовні роздуми до ମାଥିଉଲିଖିତ ସୁସମାଚାର 5:29-30