YouVersion Logo
بائبلمطالعاتی منصوبہVideos
اپلی کیشن حاصل کریں
زبان کا انتخاب کنندہ
تلاش

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3 سے مشہور بائبلی آیات

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:6

ଓଡିଆ ବାଇବେଲ

ORYIRV

ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:6

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:1

ଓଡିଆ ବାଇବେଲ

ORYIRV

ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:1

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:15

ଓଡିଆ ବାଇବେଲ

ORYIRV

ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:15

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:16

ଓଡିଆ ବାଇବେଲ

ORYIRV

ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:16

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:19

ଓଡିଆ ବାଇବେଲ

ORYIRV

ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:19

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:17

ଓଡିଆ ବାଇବେଲ

ORYIRV

ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:17

7

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:11

ଓଡିଆ ବାଇବେଲ

ORYIRV

ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:11

8

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:24

ଓଡିଆ ବାଇବେଲ

ORYIRV

ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:24

9

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:20

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:20

پچھلا باب
اگلا باب
YouVersion

آپ کو ہر روز خدا کے ساتھ قربت حاصل کرنے کی ترغیب دینا اور چیلنج کرنا۔.

خدمت

بارے میں

آسامیاں

رضاکار

Blog

Press

Useful Links

مدد

ہدیہ دیں

بائبل ورژن

Audio Bibles

بائبل کی زبانیں

آج کی آیت


کی ایک ڈیجیٹل خدمت

Life.Church
English (US)

©2025 Life.Church / YouVersion

Privacy Policyشرائط
حساس کا انکشاف کرنے والا عمل
FacebookTwitterInstagramیوٹیوبپنٹیرسٹ

صفحہ اول

بائبل

مطالعاتی منصوبہ

Videos