YouVersion Logo
بائبلمطالعاتی منصوبہVideos
اپلی کیشن حاصل کریں
زبان کا انتخاب کنندہ
تلاش

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7 سے مشہور بائبلی آیات

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:1

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:1

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:24

ଓଡିଆ ବାଇବେଲ

ORYIRV

ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:24

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:11

ଓଡିଆ ବାଇବେଲ

ORYIRV

ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:11

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:23

ଓଡିଆ ବାଇବେଲ

ORYIRV

ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:23

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:12

ଓଡିଆ ବାଇବେଲ

ORYIRV

ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।

موازنہ

تلاش ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:12

پچھلا باب
اگلا باب
YouVersion

آپ کو ہر روز خدا کے ساتھ قربت حاصل کرنے کی ترغیب دینا اور چیلنج کرنا۔.

خدمت

بارے میں

آسامیاں

رضاکار

Blog

Press

Useful Links

مدد

ہدیہ دیں

بائبل ورژن

Audio Bibles

بائبل کی زبانیں

آج کی آیت


کی ایک ڈیجیٹل خدمت

Life.Church
English (US)

©2025 Life.Church / YouVersion

Privacy Policyشرائط
حساس کا انکشاف کرنے والا عمل
FacebookTwitterInstagramیوٹیوبپنٹیرسٹ

صفحہ اول

بائبل

مطالعاتی منصوبہ

Videos