YouVersion 标志
圣经计划视频
获取软件
选择语言
搜索图标

ଆଦି ପୁସ୍ତକ 3 的热门经文

1

ଆଦି ପୁସ୍ତକ 3:6

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି ଆପଣା ସଙ୍ଗସ୍ଥ ସ୍ଵାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।

对照

探索 ଆଦି ପୁସ୍ତକ 3:6

2

ଆଦି ପୁସ୍ତକ 3:1

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ସଦାପ୍ରଭୁ ପରମେଶ୍ଵରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳଥିଲା। ସେ ନାରୀଙ୍କି କହିଲା, ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ଵର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?

对照

探索 ଆଦି ପୁସ୍ତକ 3:1

3

ଆଦି ପୁସ୍ତକ 3:15

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ବୈରଭାବ ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକି ଆଘାତ କରିବ।

对照

探索 ଆଦି ପୁସ୍ତକ 3:15

4

ଆଦି ପୁସ୍ତକ 3:16

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ତହୁଁ ସେ ନାରୀଙ୍କି କହିଲେ, ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି ସ୍ଵାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ଵ କରିବ।

对照

探索 ଆଦି ପୁସ୍ତକ 3:16

5

ଆଦି ପୁସ୍ତକ 3:19

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।

对照

探索 ଆଦି ପୁସ୍ତକ 3:19

6

ଆଦି ପୁସ୍ତକ 3:17

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଆଉ ସେ ଆଦମଙ୍କୁ କହିଲେ, ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।

对照

探索 ଆଦି ପୁସ୍ତକ 3:17

7

ଆଦି ପୁସ୍ତକ 3:11

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ସେ କହିଲେ, ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?

对照

探索 ଆଦି ପୁସ୍ତକ 3:11

8

ଆଦି ପୁସ୍ତକ 3:24

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଏହି ରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ଼୍‍ଗ ସ୍ଥାପନ କଲେ।

对照

探索 ଆଦି ପୁସ୍ତକ 3:24

9

ଆଦି ପୁସ୍ତକ 3:20

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଅନନ୍ତର ଆଦମ ଆପଣା ଭାର୍ଯ୍ୟାର ନାମ ହବା (ଜୀବନ) ଦେଲେ, ଯେହେତୁ ସେ ଜୀବିତ ସକଳର ମାତା ହେଲେ।

对照

探索 ଆଦି ପୁସ୍ତକ 3:20

上一章
下一章
YouVersion

我们要鼓励、挑战你每天亲近上帝。

事工

关于我们

就职机会

义工

博客

新闻区

有用链接

帮助

捐赠

圣经译本

音频圣经

译本语言

今日经文


此数字事工属于

Life.Church
English (US)

©2025 Life.Church / YouVersion

隐私政策使用条款
漏洞披露方案
FacebookTwitterInstagramYouTubePinterest

主页

圣经

计划

视频