YouVersion 标志
圣经计划视频
获取软件
选择语言
搜索图标

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2 的热门经文

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24

ଓଡିଆ ବାଇବେଲ

ORYIRV

ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23

ଓଡିଆ ବାଇବେଲ

ORYIRV

ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3

ଓଡିଆ ବାଇବେଲ

ORYIRV

ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25

ଓଡିଆ ବାଇବେଲ

ORYIRV

ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।

对照

探索 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25

上一章
下一章
YouVersion

我们要鼓励、挑战你每天亲近上帝。

事工

关于我们

就职机会

义工

博客

新闻区

有用链接

帮助

捐赠

圣经译本

音频圣经

译本语言

今日经文


此数字事工属于

Life.Church
English (US)

©2025 Life.Church / YouVersion

隐私政策使用条款
漏洞披露方案
FacebookTwitterInstagramYouTubePinterest

主页

圣经

计划

视频