1
ଯୋହନ 13:34-35
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର। ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”
对照
探索 ଯୋହନ 13:34-35
2
ଯୋହନ 13:14-15
ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ। କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।
探索 ଯୋହନ 13:14-15
3
ଯୋହନ 13:7
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।”
探索 ଯୋହନ 13:7
4
ଯୋହନ 13:16
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।
探索 ଯୋହନ 13:16
5
ଯୋହନ 13:17
ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।
探索 ଯୋହନ 13:17
6
ଯୋହନ 13:4-5
ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ। ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।
探索 ଯୋହନ 13:4-5
主页
圣经
计划
视频