1
ମାର୍କ 10:45
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।”
对照
探索 ମାର୍କ 10:45
2
ମାର୍କ 10:27
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।”
探索 ମାର୍କ 10:27
3
ମାର୍କ 10:52
ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।
探索 ମାର୍କ 10:52
4
ମାର୍କ 10:9
ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।”
探索 ମାର୍କ 10:9
5
ମାର୍କ 10:21
ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, “ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
探索 ମାର୍କ 10:21
6
ମାର୍କ 10:51
ଯୀଶୁ ତାହାକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?” ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ।
探索 ମାର୍କ 10:51
7
ମାର୍କ 10:43
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ
探索 ମାର୍କ 10:43
8
ମାର୍କ 10:15
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”
探索 ମାର୍କ 10:15
9
ମାର୍କ 10:31
କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”
探索 ମାର୍କ 10:31
10
ମାର୍କ 10:6-8
କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ। ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ। ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି।
探索 ମାର୍କ 10:6-8
主页
圣经
计划
视频