1
ମାର୍କ 9:23
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ।
对照
探索 ମାର୍କ 9:23
2
ମାର୍କ 9:24
ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ।
探索 ମାର୍କ 9:24
3
ମାର୍କ 9:28-29
ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ? ସେ ସେମାନଙ୍କୁ କହିଲେ, ପ୍ରାର୍ଥନା (ଏବଂ ଉପବାସ) ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ।
探索 ମାର୍କ 9:28-29
4
ମାର୍କ 9:50
ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।
探索 ମାର୍କ 9:50
5
ମାର୍କ 9:37
ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
探索 ମାର୍କ 9:37
6
ମାର୍କ 9:41
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
探索 ମାର୍କ 9:41
7
ମାର୍କ 9:42
ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
探索 ମାର୍କ 9:42
8
ମାର୍କ 9:47
ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ
探索 ମାର୍କ 9:47
主页
圣经
计划
视频