ମାର୍କ 12:43-44

ମାର୍କ 12:43-44 IRVORY

ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି; କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।”