ମାର୍କ 13:22

ମାର୍କ 13:22 IRVORY

ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।