ମାର୍କ 13:24-25

ମାର୍କ 13:24-25 IRVORY

“ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ।’