ମାର୍କ 14:22

ମାର୍କ 14:22 IRVORY

ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”

与ମାର୍କ 14:22相关的免费读经计划和灵修短文