ମାର୍କ 15:39

ମାର୍କ 15:39 IRVORY

ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।