YouVersion 標誌
聖經計劃影片
現在就下載
語言選擇器
搜尋圖標

熱門經文出自 ଆଦି ପୁସ୍ତକ 11

1

ଆଦି ପୁସ୍ତକ 11:6-7

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ପୁଣି ସଦାପ୍ରଭୁ କହିଲେ, ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରୁ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ। ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।

對照

ଆଦି ପୁସ୍ତକ 11:6-7 探索

2

ଆଦି ପୁସ୍ତକ 11:4

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ପୁଣି ସେମାନେ କହିଲେ, ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।

對照

ଆଦି ପୁସ୍ତକ 11:4 探索

3

ଆଦି ପୁସ୍ତକ 11:9

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଏନିମନ୍ତେ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେ ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି ସେ ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।

對照

ଆଦି ପୁସ୍ତକ 11:9 探索

4

ଆଦି ପୁସ୍ତକ 11:1

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା।

對照

ଆଦି ପୁସ୍ତକ 11:1 探索

5

ଆଦି ପୁସ୍ତକ 11:5

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଅନନ୍ତର ମନୁଷ୍ୟସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।

對照

ଆଦି ପୁସ୍ତକ 11:5 探索

6

ଆଦି ପୁସ୍ତକ 11:8

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଏହିରୂପେ ସଦାପ୍ରଭୁ ସେସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।

對照

ଆଦି ପୁସ୍ତକ 11:8 探索

上一章
下一章
YouVersion

每天鼓勵和挑戰你尋求與上帝的親密關係。

事工

關於

事業

義工

網誌

新聞

有用的連結

幫助

捐贈

聖經譯本

有聲聖經

聖經譯本語言

今日經文


此數字事工屬予

Life.Church
English (US)

©2025 Life.Church / YouVersion

私隱政策使用條款
漏洞披露計劃
FacebookTwitterInstagramYouTubePinterest

主頁

聖經

計劃

影片