YouVersion 標誌
聖經計劃影片
現在就下載
語言選擇器
搜尋圖標

熱門經文出自 ଆଦି ପୁସ୍ତକ 12

1

ଆଦି ପୁସ୍ତକ 12:2-3

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ। ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।

對照

ଆଦି ପୁସ୍ତକ 12:2-3 探索

2

ଆଦି ପୁସ୍ତକ 12:1

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଏଉତ୍ତାରୁ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ଵ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।

對照

ଆଦି ପୁସ୍ତକ 12:1 探索

3

ଆଦି ପୁସ୍ତକ 12:4

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଅନନ୍ତର ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।

對照

ଆଦି ପୁସ୍ତକ 12:4 探索

4

ଆଦି ପୁସ୍ତକ 12:7

ପବିତ୍ର ବାଇବଲ (Re-edited) - (BSI)

ODIAOV-BSI

ଅନନ୍ତର ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।

對照

ଆଦି ପୁସ୍ତକ 12:7 探索

上一章
下一章
YouVersion

每天鼓勵和挑戰你尋求與上帝的親密關係。

事工

關於

事業

義工

網誌

新聞

有用的連結

幫助

捐贈

聖經譯本

有聲聖經

聖經譯本語言

今日經文


此數字事工屬予

Life.Church
English (US)

©2025 Life.Church / YouVersion

私隱政策使用條款
漏洞披露計劃
FacebookTwitterInstagramYouTubePinterest

主頁

聖經

計劃

影片