YouVersion 標誌
聖經計劃影片
現在就下載
語言選擇器
搜尋圖標

熱門經文出自 ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:24

ଓଡିଆ ବାଇବେଲ

ORYIRV

ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।

對照

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:24 探索

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:22

ଓଡିଆ ବାଇବେଲ

ORYIRV

ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ

對照

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:22 探索

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:1

ଓଡିଆ ବାଇବେଲ

ORYIRV

ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ

對照

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:1 探索

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:2

ଓଡିଆ ବାଇବେଲ

ORYIRV

ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।

對照

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:2 探索

上一章
下一章
YouVersion

每天鼓勵和挑戰你尋求與上帝的親密關係。

事工

關於

事業

義工

網誌

新聞

有用的連結

幫助

捐贈

聖經譯本

有聲聖經

聖經譯本語言

今日經文


此數字事工屬予

Life.Church
English (US)

©2025 Life.Church / YouVersion

私隱政策使用條款
漏洞披露計劃
FacebookTwitterInstagramYouTubePinterest

主頁

聖經

計劃

影片