YouVersion 標識
搜索圖示

ଆଦି ପୁସ୍ତକ 4:15

ଆଦି ପୁସ୍ତକ 4:15 OERV

ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ମୁଁ ଏପରି ଘଟିବାକୁ ଦେବି ନାହିଁ! ଯଦି କୌଣସି ଲୋକ ତୁମ୍ଭକୁ ହତ୍ୟା କରେ, ତେବେ ମୁଁ ତାକୁ ଅଧିକରୁ ଅଧିକ ଦଣ୍ଡ ବିଧାନ କରିବି।” ଏହା ପରେ ସଦାପ୍ରଭୁ ପରମେଶ୍ୱର କୟିନକୁ ଏକ ଚିହ୍ନ ଦେଲେ। ଚିହ୍ନଟି ଦର୍ଶାଇଲା ଯେ, କେହି ତାକୁ ମାରିବା ଉଚିତ୍ ନୁହେଁ।

ଆଦି ପୁସ୍ତକ 4:15 的視訊