I-Logo ye-YouVersion
IBhayibheliAmapulaniAmavidiyo
Thola i App
Okukhetha Ulimi
Isici soku Sesha

Amavesi eBhayibheli adumile avela kokuthi ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

ଓଡିଆ ବାଇବେଲ

ORYIRV

ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”

Qhathanisa

Hlola ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

ଓଡିଆ ବାଇବେଲ

ORYIRV

ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।

Qhathanisa

Hlola ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”

Qhathanisa

Hlola ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

ଓଡିଆ ବାଇବେଲ

ORYIRV

ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।

Qhathanisa

Hlola ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

ଓଡିଆ ବାଇବେଲ

ORYIRV

ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

Qhathanisa

Hlola ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

Isahluko esedlule
Isahluko esilandelayo
I-YouVersion'

Ukukukhuthaza nokukubekela inselelo yokufuna ubudlelwano noNkulunkulu nsuku zonke.

Inkonzo

Mayelana

Imisebenzi

Volontiya

I-Blogi

Abezindaba

Izixhumanisi Eziwusizo

Usizo

Nikela

Izinguqulo zeBhayibheli

AmaBhayibheli Alalelwayo

Izilwimi zeBhayibheli

Ivesi losuku


Inkonzo yedijithali ye

Life.Church
English (US)

©2025 I-Life.Church / YouVersion

Inqubomgomo yobumfihloImibandela
Uhlelo Lokudalula Ubungozi
U-FacebookU-TwitterI-InstagramI-YouTubeI-Pinterest

Ikhaya

IBhayibheli

Amapulani

Amavidiyo